ସକାଳ ୯ଟା ୧୮ରେ ଜେନେରାଲ୍ କୋଚର ଗୋଟିଏ ବଗି ସମ୍ୱଲପୁର ନିକଟରେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଲଓ୍ୱେ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ୱରରୁ ସମ୍ୱଲପୁର ଯାଉଥିବା ବେଳେ ସମ୍ୱଲପୁର ସିଟି ଷ୍ଟେସନ ପୂର୍ବରୁ ଲାଇନଚ୍ୟୁତ ହୋଇଛି।
Credible Local News of Odisha