ଶାଶୁ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦର ଶୁଣାଣି କରି ମାସେ ଭିତରେ ଅନୁଭବଙ୍କ କଟକ ନନ୍ଦିସାହି ସ୍ଥିତ ବାସଭବନକୁ ଛାଡିବାକୁ ଅଗଷ୍ଟ ୩୦ରେ କୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ ଶୁକ୍ରବାର ଏହି ସମୟସୀମା ପୂରଣ ହୋଇଥିବାରୁ ବର୍ଷା ଶାଶୁଘର ଛାଡି ଚାଲିଯାଇଛନ୍ତି।

ଅନ୍ୟପକ୍ଷେ, ପୁଲିସ୍‌ ଉପସ୍ଥିତିରେ ଘରେ ପ୍ରବେଶ କରିବା ପାଇଁ ଅନୁଭବ ପୁରୀଘାଟ ଥାନାରେ ଲିଖିତ ଭାବେ ଆବେଦନ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes