ଶିକ୍ଷକ ଆଶାୟୀ ସଂଘ ପକ୍ଷରୁ ଧାରଣା ଓ ଦାବିପତ୍ର ପ୍ରଦାନ

ସୁବର୍ଣ୍ଣପୁର ଜିଲ୍ଲା ମାଧ୍ୟମିକ ଶିକ୍ଷକ ଆଶାୟୀ ସଂଘ ତରଫରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଦାବିପତ୍ର ପ୍ରଦାନ କରାଯାଇଛି ।

ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ଚଳିତ ବର୍ଷ ଶିକ୍ଷକ ନିଯୁକ୍ତିରେ ବ୍ୟାପକ ଅନିୟମିତତା ହୋଇଛି। ଏଥିରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes