ଶିକ୍ଷକ ଦ୍ବୟଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ମନମୁଣ୍ଡା ହାଇସ୍କୁଲରେ କାର୍ଯ୍ୟରତ ଶିକ୍ଷକ ସତ୍ୟପାଲ ମିଶ୍ର ଓ ଜୟକୃଷ୍ଣ ପ୍ରଧାନଙ୍କୁ ଆଜି ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି।‌

ଏହି ଅବସରରେ ସ୍କୁଲ ପରିସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version