ଶିଖରଚଣ୍ଡୀ ମନ୍ଦିରର ବିକାଶ ପାଇଁ ଖର୍ଚ୍ଚ ହେବ ୨୫ କୋଟି

ଭୁବନେଶ୍ୱରରେ ଥିବା ଶିଖରଚଣ୍ଡୀ ମନ୍ଦିର ଓ ପାରିପାର୍ଶ୍ଵିକ ଅଞ୍ଚଳର ବିକାଶ ପାଇଁ 53.64 ଏକର ଅଞ୍ଚଳରେ 25 କୋଟି ଟଙ୍କା ଖର୍ଚ୍ଚ କରିବାକୁ ଆଜି ରାଜ୍ୟ ସରକାର ଘୋଷଣା କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version