ଶିଶୁ ଶ୍ରମିକ ନିରାକରଣ ନେଇ ସଚେତନତା ଶୋଭାଯାତ୍ରା

ମୟୂରଭଞ୍ଜ ଜିଲ୍ଲାରେ ଶିଶୁ ଶ୍ରମିକ ପ୍ରଥାକୁ ରୋକ ଦେବା ସହ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ ବାରିପଦା ଠାରେ ଶିଶୁ ଶ୍ରମିକ ନିରାକରଣ ନେଇ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ଉକ୍ତ ଶୋଭାଯାତ୍ରା ଆରମ୍ଭ ହୋଇ ସହର ପରିକ୍ରମା କରିଥିଲା। ଅତିରିକ୍ତ ଜିଲ୍ଲାପାଳ ଏହାକୁ ଉଦଘାଟନ କରିଥିବା ବେଳେ ଜିଲ୍ଲା ପ୍ରଶାସନର ଅଧିକାରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ସଚେତନ କରି ଶୋଭାଯାତ୍ରା ଅନୁଷ୍ଠିତ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version