ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୁଭାରମ୍ଭ

ବଲାଙ୍ଗିର ଠାରେ ଆଜି ଶିଶୁ ଶ୍ରମିକ ନିରାକରଣ ପାଇଁ ଜିଲ୍ଲାପାଳ ଶ୍ରୀ ଚଂଚଳ ରାଣା ପତାକା ଦେଖାଇ ସଚେତନତା ରଥ ଶୁଭାରମ୍ଭ କରିଥିଲେ ।

ଏଥିରେ ବହୁତ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version