ଶିଶୁ ଶ୍ରମ ନିରାକରଣ ସଚେତନତା ରଥ ଉଦଘାଟିତ

ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଏକ 15 ଦିନିଆ ଶିଶୁ ଶ୍ରମ ଉଛେଦ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି l

ଏହି କାର୍ଯ୍ୟକ୍ରମରେ ଆଜି ଏକ ଶିଶୁ ଶ୍ରମ ନିରାକରଣ ସଚେତନତା ରଥ ଆନୁଷ୍ଠାନିକ ଭାବେ ଆରମ୍ଭ କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version