ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଆଶିଷ ନେଲା ବେଳେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହି ସୂଚନା ଦେଇଛନ୍ତି।
ରାଜ୍ୟ ମନ୍ତ୍ରିମଣ୍ଡଳରେ ୬ଟି ପଦ ଖାଲି ଅଛି, ଶୀଘ୍ର ସଂପ୍ରସାରଣ ହେବ। ଖୁବ ଶୀଘ୍ର ବୋର୍ଡ ନିଗମ ଅଧ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟା ହେବ କହିଛନ୍ତି ଶ୍ରୀ ସାମଲ।
Credible Local News of Odisha