ଶୀତଳଷଷ୍ଠୀ ଯାତ୍ରା ନେଇ ପ୍ରସ୍ତୁତି ବୈଠକ

କଳାହାଣ୍ଡି ଜିଲ୍ଲା ଏମ ରାମପୁର ଶୈବପୀଠରେ ଶିବ ଓ ଦେବୀ ପାର୍ବତୀଙ୍କ ବିବାହ ଉତ୍ସବ ଅର୍ଥାତ୍ ଶୀତଳ ଷଷ୍ଠୀ ଯାତ୍ରା ଧୂମଧାମରେ ପାଳନ କରିବା ନେଇ ପୂର୍ବତନ ସରପଞ୍ଚ ଚିତ୍ତରଞ୍ଜନ ବାଘଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମସ୍ତ ସଦସ୍ୟ ଯୋଗଦେଇ ଆଲୋଚନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version