ଶୋଇଥିବା ବେଳେ ଯୁବକଙ୍କୁ ହତ୍ୟା ସନ୍ଦେହ

ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ମୋଟା ଗାଁରେ ନିବନିର୍ମିତ ଘର ଛାତ ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି l

ଶୋଇଥିବା ବେଳେ କେହି ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version