ଶ୍ରଦ୍ଧାଞ୍ଜଳିଙ୍କୁ ହାଜର ହେବାକୁ କୋର୍ଟଙ୍କ ନିର୍ଦ୍ଦେଶ

ହନିଟ୍ରାପ ମାମଲାରେ ଆସନ୍ତା ୩ ତାରିଖରେ ଶ୍ରଦ୍ଧାଞ୍ଜଳିଙ୍କୁ ବ୍ୟକ୍ତିଗତ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

ଓକିଲଙ୍କ ଦ୍ବାରା ହାଜର ହେବା ଆବେଦନକୁ କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes