ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ

ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ୍ ଅଭିଯୋଗ ମାମଲାରେ ଅନ୍ୟତମ ଅଭିଯୁକ୍ତ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ଆସନ୍ତା ୮ ତାରିଖରେ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ନିଜ ଓକିଲ ଜରିଆରେ ହାଜର ହେବାକୁ ଶ୍ରଦ୍ଧାଞ୍ଜଳି ଆବେଦନ କରିଥିଲେ। ଯାହାକୁ ଖାରଜ କରିଛନ୍ତି କୋର୍ଟ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes