୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ଖାଦ୍ୟ ଯୋଗାଣ ବିଭାଗ ସ୍ପଷ୍ଟୀକରଣ ରଖିଛି। ପ୍ରବାସୀ ଶ୍ରମିକ ଓ ଛାତ୍ରଛାତ୍ରୀ ପରିଚୟପତ୍ର ଦେଖାଇ ତୈଳ ମାର୍କେଟିଂ କଂପାନୀ ଦ୍ବାରା ବିକ୍ରି ୫ କେଜି ଗ୍ୟାସ୍ କିଣିପାରିବେ। e-KYC ହୋଇଥିଲେ ପରିଚୟପତ୍ର ଦେଖାଇ କିଣିପାରିବେ।
Credible Local News of Odisha