ଶ୍ରୀଅରବିନ୍ଦ ଅତିମାନସ ଚେତନା ଜାଗରଣ ଯାତ୍ରା ଅନୁଷ୍ଠିତ

ପ୍ରଭୁ ଶ୍ରୀ ଅରବିନ୍ଦଙ୍କ ୧୫୦ତମ ଜନ୍ମଜୟନ୍ତୀ ପାଳନ ଅବସରରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକରେ ଶ୍ରୀଅରବିନ୍ଦ ଅତିମାନସ ଚେତନା ଜାଗରଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି ।

ଏହା ଜାଲୋଏ ଶ୍ରୀ ଅରବିନ୍ଦ ଶିକ୍ଷା ଓ ଗବେଷଣା କେନ୍ଦ୍ରରୁ ବାହାରି ଉଲୁଣ୍ଡା ବ୍ଲକର ସମସ୍ତ ପଞ୍ଚାୟତକୁ ଯାଇ ଶ୍ରୀ ଅରବିନ୍ଦଙ୍କ ବିବ୍ୟବାଣିକୁ ପ୍ରଚାର କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes