ଶ୍ରୀଜିଉଙ୍କ ଦର୍ଶନ କଲେ ନଡ୍ଡା

ଆଜି ସକାଳେ ପୁରୀ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା।

ଏହି ସମୟରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ବିଜେପି କର୍ମୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes