ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଫେରିଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରାୟ ୩୦ ମିନିଟ ପରେ ଶ୍ରୀମନ୍ଦିର ଭିତରୁ ମହାପ୍ରଭୁଙ୍କୁ ଦର୍ଶନ କରି ଫେରିଛନ୍ତି।

ରାଷ୍ଟ୍ରପତି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ତୁଳସୀ ମାଳ ଦେଇଥିଲେ ଓ ଦୀପ ଜଳାଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes