ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ପାଇଁ ବ୍ୟବସ୍ଥା ନେଇ ସ୍ବତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା ମିଳିଛି।
ଶ୍ରୀମନ୍ଦିର ପରିସର ଶାଖା କାର୍ଯ୍ୟାଳୟ ନିକଟରେ ସ୍ତନ୍ୟପାନ ଗୃହ ପାଇଁ ନିଷ୍ପତ୍ତି ହୋଇଛି। ସ୍ତନ୍ୟପାନ ଗୃହ ପରିଚାଳନା ପାଇଁ ଜଣେ ସ୍ବତନ୍ତ୍ର ମହିଳା ସହାୟିକା ରହିବ।