ଶ୍ରୀମନ୍ଦିର ଭିତରେ ଗରମ ଡାଲି ପଡ଼ି ୨ ବୋଝିଆ ଆହତ

ପୁରୀ ଶ୍ରୀମନ୍ଦିର ଭୋଗ ମଣ୍ଡପରୁ ମହାପ୍ରସାଦ ଯାଉଥିବା ବେଳେ ଅଘଟଣ ଘଟିଛି।

୨ ଆହତଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes