ଶ୍ରୀଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ଲିଙ୍ଗରାଜ ମନ୍ଦିରରେ ଠାକୁର ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି l ଏହା ପରେ ସେ କଟକ ଅଭିମୁଖେ ଯାତ୍ରା କରିବେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes