ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ରାତ୍ର ୧୨ଟାରୁ ଦ୍ୱାର ଫିଟାଯାଇ ଭୋର ୪ଟାରୁ ପଙ୍କୋଦ୍ଧାର କରାଯାଇଛି। ଆଜିଠାରୁ ମହାଶିବରାତ୍ରି ଯାଏଁ ୩ ଦିନ ଧରି ଜଳିବ ଜଗତମଙ୍ଗଳ ଦୀପ।
Credible Local News of Odisha