ଶ୍ୱାସରୁଦ୍ଧ ହୋଇ ୨ ମୃତ, ଜଣେ ଗୁରୁତର

ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ସିଆଳିଲଟି ବେତାରସିଂ ଗାଁରେ ଏହି ଅଘଟଣ ଘଟିଛି।

ଭୋଜିରେ ଜେନେରେଟର ଲଗାଇ ଶୋଇଥିଲା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣ ପ୍ରାଣ ହରାଇଥିବା ବେଳେ ଗୁରୁତର ବ୍ୟକ୍ତିଙ୍କୁ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes