ସଂଗ୍ରାମ କେଶରୀ ମହାପାତ୍ର ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପ ନିର୍ଦ୍ଦେଶକ

ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଆଜି ରାଜ୍ୟ ସରକାର ବଦଳି କରି ଓଡିଶା ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version