ସଂଘବଦ୍ଧ ଆକ୍ରମଣରେ ୨ ଯୁବକଙ୍କ ମୃତ୍ୟୁ

କୋରାପୁଟ ଜିଲ୍ଲା ଦାମନଯୋଡ଼ି ଥାନା ସିନ୍ଧିପାର ଗାଁରେ ଏହି ଘଟଣା ଘଟିଛି।

ଚୈତ୍ର ପର୍ବ ଚାଲିଥିବା ବେଳେ ୨ ସାହି ମଧ୍ୟରେ ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes