ସଂଜୟ ଦାସବର୍ମା ଓ ପ୍ରତାପ ଜେନାଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଉଭୟଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଇଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ।

ପ୍ରତାପଙ୍କୁ କେନ୍ଦ୍ରାପଡ଼ା, ସଂଜୟଙ୍କୁ ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି ନବୀନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes