ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି।ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଗତି କରି ଘନୀଭୂତ ହେବ। ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।
Credible Local News of Odisha