ସକ୍ରିୟ ଲଘୁଚାପ ପ୍ରଭାବରେ ଆଗାମୀ ଦୁଇ ଦିନ ବିସ୍ତୃତି ବର୍ଷା

ଆଜି କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ରହିଛି।

ସମୁଦ୍ର ଅଶାନ୍ତ ଯୋଗୁଁ ମତ୍ସ୍ୟଜୀବୀଙ୍କୁ ୨ ଦିନ ସମୁଦ୍ର ଯିବାକୁ ବାରଣ କରିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes