ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।
Credible Local News of Odisha