ଭୁପେନ୍ଦ୍ର ସିଂ ପୁନିଆ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ ନିଯୁକ୍ତ କରାଯାଇଥିବା ବେଳେ ଗୁହା ପୁନମ ତାପସ କୁମାରଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଭାବେ ଅତିରିକ୍ତ ଦାୟିତ୍ବ ହସ୍ତାନ୍ତର କରାଯାଇଛି।
ହେମନ୍ତ ଶର୍ମାଙ୍କୁ ଲୋକସଂପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଅବସ୍ଥାପିତ କରାଯାଇଛି।
Credible Local News of Odisha