ସଞ୍ଜୀବ କୁମାର ମିଶ୍ର ପ୍ରମୁଖ ଆବାସିକ କମିଶନର

୧୯୯୭ ବ୍ୟାଚର ଆଇଏଏସ ଅଫିସର ସଞ୍ଜୀବ କୁମାର ମିଶ୍ରଙ୍କୁ ପ୍ରମୁଖ ଆବାସିକ କମିଶନର ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ସରକାର।

ବର୍ତ୍ତମାନ ସେ ଅର୍ଥ ବିଭାଗର ପ୍ରମୁଖ ସଚିବ ଦାୟିତ୍ବରେ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes