ସପ୍ତଦୀପା ସାହିତ୍ୟ ସଂସଦ ପକ୍ଷରୁ ମେହେର ଜୟନ୍ତୀ ପାଳିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସପ୍ତଦୀପା ସାହିତ୍ୟ ସଂସଦ ପକ୍ଷରୁ ୧୦୪ତମ ଭ୍ରାମ୍ୟମାଣ ସାରସ୍ଵତ ସମାରୋହ ତଥା ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସ୍ଥାନୀୟ ହାଇସ୍କୁଲର ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ପାଳିତ ହୋଇଯାଇଛି । ସଂସଦର ସଭାପତି ଦ୍ଵିତିକୃଷ୍ଣ ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ ସନ୍ୟାସୀ ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଗଙ୍ଗାଧର ମେହେରଙ୍କ ଓଡ଼ିଆ ସାହିତ୍ୟକୁ ଅବଦାନ ସମ୍ପର୍କରେ ଆଲୋଚନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes