ସବୁଠି ଖୋଲିବ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର୍: ଉପମୁଖ୍ୟମନ୍ତ୍ରୀ

ସପିଙ୍ଗ୍ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର୍ ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଅନୁରୋଧ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

ଆଗକୁ ବସ୍‌ଷ୍ଟାଣ୍ଡ, ରେଳଷ୍ଟେସନ, ହାଟ ଓ ବଜାରରେ ଖୋଲାଯିବ ସେଣ୍ଟର୍। ସରକାରୀ ଅଫିସ୍ ଓ ଅଭିଯୋଗ ଶୁଣାଣି ସ୍ଥାନରେ ମଧ୍ୟ ଖୋଲିବ ସେଣ୍ଟର୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes