୨୪ ଘଣ୍ଟା ମଧ୍ୟରେ ଇଣ୍ଟରନାଲ କମିଟି ନେଇ ରିପୋର୍ଟ କରିବାକୁ ସବୁ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଉଚ୍ଚଶିକ୍ଷା ବିଭାଗ ଚିଠି କରିଛି।
କମିଟି ସଦସ୍ୟଙ୍କ ନାଁ ଓ କଣ୍ଟାକ୍ଟ ନମ୍ବର ସ୍ପଷ୍ଟ ଚିହ୍ନିତ ସ୍ଥାନରେ ଡିସ୍ପ୍ଲେ ନିର୍ଦ୍ଦେଶ ରହିଛି। ସେମାନଙ୍କ ବାବଦରେ ବିସ୍ତୃତ ତଥ୍ୟ HIMS ପୋର୍ଟାଲରେ ଅପ୍ଲୋଡ୍ ହେବ। ଯୌନ ନିର୍ଯାତନା ବାବଦରେ ସଚେତନ ପାଇଁ ତୁରନ୍ତ ୱାର୍କସପ୍ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।