ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ତାଳପଦା ସମୁଦ୍ର କୂଳରେ ଅଜଣା ଯୁବତୀଙ୍କ ମୃତଦେହ ଦେଖିବାକୁ ମିଳିଛି।
ସ୍ଥାନୀୟ ମତ୍ସ୍ୟଜୀବୀମାନେ ମାଛ ମାରି ଫେରିବା ବେଳେ ମୃତଦେହ ଦେଖି ବାଲିଆପାଳ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାର ଅଧିକ ତଦନ୍ତ କରୁଛି।
Credible Local News of Odisha