ବୁର୍ଲାରେ ପୋଲିସ ଗୁଳିରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ମନୀଷ। ମନୀଷ ନାଁରେ ପୂର୍ବରୁ ୧୪ରୁ ଅଧିକ ଅପରାଧିକ ମାମଲା ରହିଛି।ପ୍ଲାନେଟୋରିୟମ ଛକରେ ଗାଡି ଚେକିଂ ବେଳେ ଖସିଯାଉଥିଲା। ପୋଲିସ ଉପରକୁ ୩ ରାଉଣ୍ଡ ଗୁଳି ଚଳାଇବା ପରେ ଏନ୍କାଉଣ୍ଟର କରିଛି ପୁଲିସ।
Credible Local News of Odisha