ସମ୍ବଲପୁରୀ ଦିନ ଉପଲକ୍ଷେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଆଜି ସମ୍ବଲପୁରୀ ଦିନ ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କଳାପଥର ସ୍ଥିତ ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version