ସମୟରେ କାମ ନ ସାରିଲେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ସମୟ ଅବଧି ଭିତରେ କାମ ନ ସରିଲେ ଅଧିକାରୀ ଦାୟୀ ରହିବେ ନେଇ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ କହିଛନ୍ତି। ସମୟରେ କାମ ନ ସାରିଲେ ବିଭାଗ କାର୍ଯ୍ୟାନୁଷ୍ଠାନ ନେବ।

୨୦୩୬ ସୁଦ୍ଧା ୩୦ରୁ ୪୦ ହଜାର କିମି ରାସ୍ତା ତିଆରି ପାଇଁ ଲକ୍ଷ୍ୟ ରହିଛି।ସେତୁ ବନ୍ଧନ ଯୋଜନାରେ ୫୦୦ ସେତୁ ନିର୍ମାଣ କରିବାକୁ ଯୋଜନା ଅଛି କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes