ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ କାର୍ଯ୍ୟର ତଥ୍ୟ ମାଗିଲେ ମୁଖ୍ୟ ସଚିବ

ସଚିବସ୍ତରୀୟ ବୈଠକ ନିଷ୍ପତ୍ତିକୁ କେତେ କାର୍ଯ୍ୟକାରୀ କରିଛନ୍ତି ନେଇ ତଥ୍ୟ ମାଗିବା ସହ ୭ ତାରିଖ ସୁଦ୍ଧା ସମସ୍ତ ତଥ୍ୟ ସରକାରଙ୍କୁ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିଖି ସମୀକ୍ଷା କରାଯିବ। ସରକାରଙ୍କ ନିୟମ ଅନୁଯାୟୀ କାର୍ଯ୍ୟ କରୁନଥିଲେ, ଅବସର ଦିଆଯିବ।ଅପାରଗ ବିବେଚିତ କରି ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ କହିଛନ୍ତି ସଚିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes