ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା

ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ସବୁ ବିଭାଗ ସଚିବଙ୍କୁ ଚିଠି ହୋଇଛି। ସରକାରୀ ବୈଠକ ଏବଂ ସଭାସମିତିରେ ପ୍ଲାଷ୍ଟିକ ଜରି ଲାଗିଥିବା ଫୁଲତୋଡ଼ାକୁ ବାରଣ କରାଯାଇଛି।

ଏହା ସହ ପ୍ଲାଷ୍ଟିକ ଉପହାର, ପ୍ଲାଷ୍ଟିକ ଖାଦ୍ୟ ପୁଡିଆ, ପ୍ଲେଟ୍ ବ୍ୟବହାର ଉପରେ ବି କଟକଣା ଲାଗିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes