ସରକାରୀ କର୍ମଚାରୀଙ୍କ କାର୍ଯ୍ୟଦକ୍ଷତା ମୂଲ୍ୟାୟନ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ମେ ୩୧ ସୁଦ୍ଧା ସ୍ଵ-କାର୍ଯ୍ୟଦକ୍ଷତା ରିପୋର୍ଟ ଦେବାକୁ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ଏଣିକି ବିଭିନ୍ନ ବିଭାଗର ସରକାରୀ କର୍ମଚାରୀ ଓ ଅଧିକାରୀ କେତେ କାମ କରୁଛନ୍ତି, ତାହାର ହିସାବ ନିକାଶ ହେବ।ଜୁଲାଇ ୩୧ ସୁଦ୍ଧା ରିପୋର୍ଟ ଉପରେ ମନ୍ତବ୍ୟ ଦେବେ ରିପୋଟିଂ ଅଥରିଟି। ସେପ୍ଟେମ୍ବର ୩୦ ସୁଦ୍ଧା ମନ୍ତବ୍ୟ ଦେବେ ସମୀକ୍ଷକ ଏବଂ ଡିସେମ୍ବର ୩୧ ସୁଦ୍ଧା ଚୂଡ଼ାନ୍ତ ଅଧିକାରୀ ଦେବେ ମତ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes