ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ବଡ଼ ଘୋଷଣା କରିଛନ୍ତି।ପରିଚୟପତ୍ର ଦେଖାଇ ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସବୁ ପିଲା ମାଗଣାରେ ସ୍କୁଲ୍ ଯିବେ ଏବଂ ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟ ପୁସ୍ତକ ଦିଆଯିବ।
ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ। NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ।ବଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ ଦିଆଯିବ କହିଛନ୍ତି ମନ୍ତ୍ରୀ।