ସରକାର ଗରିବଙ୍କୁ ଲୁଟୁଛନ୍ତି: ରାହୁଲ

ଏଠାକାର ସରକାର ଜଙ୍ଗଲ, ଜମିରୁ ଆପଣଙ୍କୁ ହଟାଉଛି। ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ, ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି। ପେସା ଆଇନ୍ ଲାଗୁ ହେଉନି, କିନ୍ତୁ ଆମେ ଏହା ଲାଗୁ କରିବୁ, ବିକାଶ ଓଡ଼ିଶାର ଜନତାଙ୍କ ପାଇଁ କରିବା ଉଚିତ୍ କହିଛନ୍ତି ରାହୁଲ।
ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ଠିଆ ହୋଇ ରହିବ। ମୋଦି ଫସଲ ବୀମା ଯୋଜନା ଲାଗୁ କରିଥିଲେ, ଏଥିପାଇଁ ମୋଦି ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନି ବୋଲି ବରମୁଣ୍ଡାରେ କହିଛନ୍ତି ରାହୁଲ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes