ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲ ଟାର୍ଗେଟ୍ କରିଛନ୍ତି।ଡ୍ରାଇଭର ମହାସଂଘ ଉପରେ ଚାପ ପକାଯାଇଥିଲା, ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଥିଲା। କିନ୍ତୁ ଡ୍ରାଇଭର ମହାସଂଘ ସେମାନଙ୍କ କଥା ଶୁଣିଲେନି, ଏଥିପାଇଁ ଡ୍ରାଇଭର ମହାସଂଘକୁ ହୃଦୟରୁ ଧନ୍ୟବାଦ ଜଣାଉଛି କହିଛନ୍ତି ରାହୁଲ।
Credible Local News of Odisha