ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ପଞ୍ଚାୟତର ସରପଞ୍ଚଙ୍କ ସ୍ବାମୀଙ୍କୁ ରାମପୁର ଥାନା ପଣ୍ଡରାପାଲି ଗାଁ ନିକଟରେ ହତ୍ୟା କରାଯାଇଛି।
ସେ ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ହାଣି ହତ୍ୟାକଲେ ଦୁର୍ବୃତ୍ତ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।