ସରୋଜ କୁମାର ମିଶ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ୱ

ବରିଷ୍ଠ ଓଏଏସ୍ ସରୋଜ କୁମାର ମିଶ୍ରଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରିଛନ୍ତି।

ସେ ପୂର୍ବଭଳି ଗୃହ ବିଭାଗର ସ୍ୱତନ୍ତ୍ର ସଚିବ(ପ୍ରୋଟୋକଲ)ର ଅତିିରକ୍ତ ଦାୟିତ୍ୱ ତୁଲାଇବେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version