ଆଜି ସୁବର୍ଣ୍ଣପୁର ଜିଲ୍ଲା ବାଲାଜୀ ଗଣପତି ସୂତାକଳ ଶ୍ରମିକ ସଂଘ ପକ୍ଷରୁ ଓଡ଼ିଶା ସରକାରଙ୍କ ଦ୍ଵାରା ନିର୍ଦ୍ଧାରିତ ସର୍ବନିମ୍ନ ମଜୁରୀ, ଇପିଏଫ୍ ଟଙ୍କା ଓ ମିଲକୁ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ କରିବା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଦାବିପତ୍ର ପ୍ରଦାନ କରାଯାଇଛି ।