ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ପୂର୍ତ୍ତ ଡିଭିଜନ-୨ର ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।

ବାଲେଶ୍ବର, ପୁରୀ ସମେତ ୭ଟି ସ୍ଥାନରେ ସକାଳୁ ଭିଜିଲାନ୍ସ ରେଡ୍‌ ଚାଲିଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version