ସହିଦ୍ ସପ୍ତାହରେ କୋଇଡାରେ ରେଲୱେ ଟ୍ରାକ୍ ଉଡ଼ାଇଲେ ମାଓବାଦୀ

ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ରେଲୱେ ଟ୍ରାକ୍ ଉଡ଼ାଇଲେ ମାଓବାଦୀ।

ଜଣେ ରେଲୱେ କର୍ମଚାରୀ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ସଂପୃକ୍ତ ଟ୍ରାକ୍‌ରେ ଟ୍ରେନ୍‌ ଚଳାଚଳ ପ୍ରଭାବିତ ହୋଇଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes