ସାମ୍ବାଦିକାଙ୍କୁ ମାଡ଼ ମାମଲାରେ ଜେଲ ଗଲେ ପ୍ରଯୋଜକ ଟୁଟୁ ନାୟକ

ଜନୈକା ମହିଳା ସାମ୍ବାଦିକଙ୍କୁ ମାଡ଼ ମାମଲାରେ ଆଜି ଖାରବେଳ ନଗର ଥାନା ପୁଲିସ ଚଳଚ୍ଚିତ୍ର ପ୍ରଯୋଜକ ଟୁଟୁ ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l
ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ପଠାଇ ଦିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes