ରାଜ୍ୟରେ ସାର ଯୋଗାଣରେ ଅବ୍ୟବସ୍ଥା ନେଇ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସାର ଅଭାବରୁ କୃଷିକାର୍ଯ୍ୟ ବାଧାପ୍ରାପ୍ତ ହେଉଛି, ତୁରନ୍ତ ଓଡ଼ିଶାକୁ ସାର ଯୋଗାଣ ସୁନିଶ୍ଚିତ କରିବାକୁ ଦାବି କରିଛନ୍ତି ନବୀନ।
Credible Local News of Odisha